Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
ମେଟ୍ରୋ ଟିଭି ଓଡିଶା,୧୭/୧: ଆବୁଧାବି ବିମାନବନ୍ଦରରେ ଡ୍ରୋନ ଆକ୍ରମଣ। ୟେମେନର ଇରାନ ସମର୍ଥିତ ହୁତି ବିଦ୍ରୋହୀ ଆକ୍ରମଣ କରିଛନ୍ତି। ଆକ୍ରମଣରେ ୩ଟି ତେଲ ଟ୍ୟାଙ୍କର ଭସ୍ମୀଭୂତ ହୋଇଛି। ନିଆଁର ପ୍ରକୋପ ଏତେ ବ୍ୟାପକ ଥିଲା ଯେ ଆବୁଧାବି ଇଣ୍ଟରନ୍ୟାସନାଲ ବିମାନବନ୍ଦରରେ ନୂଆ ନିର୍ମାଣ ସ୍ଥଳ ପର୍ଯ୍ୟନ୍ତ ବ୍ୟାପୀଥିଲା। ତେବେ କାର୍ଯ୍ୟକ୍ଷମ ବିମାନବନ୍ଦରରେ କୌଣସି କ୍ଷତି ଘଟିନାହିଁ। ସଂଯୁକ୍ତ ଆରବ ଏମିରେଟର ରାଜଧାନୀ ଆବୁଧାବିରେ ଡ୍ରୋନ ଆକ୍ରମଣ ନେଇ ସ୍ଥାନୀୟ ପୋଲିସ ସ୍ପଷ୍ଟ କରିଛି ।
Prev Post