ଗତକାଲି ଆମେରିକାରେ ଟେକ୍ସାସ୍ର ରାଉଣ୍ଡ ରକ୍ ପାର୍କ ଓ ମିସିଗାନ୍ର ୱାଟର ପାର୍କରେ ଗଣ-ଗୁଳିକାଣ୍ଡ ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତିନି ଶିଶୁଙ୍କ ସହ ୧୬ ଆହତ ହୋଇଛନ୍ତି। ଗତକାଲି ସଂଧ୍ୟାରେ ଟେକ୍ସାସ୍ ରାଉଣ୍ଡ୍ ରକ୍ ପାର୍କରେ ଏକ ଉତ୍ସବ ଆୟୋଜିତ ହୋଇଥିଲା। ରାତି ପ୍ରାୟ ୧୧ଟା ବେଳେ ସେଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଏହି ସମୟରେ ଜଣେ ବନ୍ଧୁକଧାରୀ ଲୋକଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲା। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ଶିଶୁଙ୍କ ସହ ୬ ଜଣ ଆହତ ହୋଇଛନ୍ତି ବୋଲି ରାଉଣ୍ଡ୍ ରକ୍ ପୁଲିସ୍ ମୁଖ୍ୟ ଆଲେନ୍ ବ୍ୟାଙ୍କ୍ ସୂଚନା ଦେଇଛନ୍ତି। ତେବେ ଗୁଳିଚଳାଇଥିବା ଅଭିଯୁକ୍ତଜଣକ ପୁଲିସ୍କୁ ଚକମା ଦେଇ ଘଟଣାସ୍ଥଳରୁ ଫେରାର୍ ହେବାରେ ସକ୍ଷମ ହୋଇଛି।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Prev Post
Next Post