ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ବେଶ ସରଗରମ ରହିଛି । ରାଷ୍ଟ୍ରପତି ପଦ ପାଇଁ ଉଭୟ ପ୍ରାର୍ଥୀ – ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସ ରାଲିରେ ପରସ୍ପରକୁ ଟାର୍ଗେଟ କରୁଛନ୍ତି। ଏହି ସମୟରେ, ରିପବ୍ଲିକାନ ପ୍ରାର୍ଥୀ ଟ୍ରମ୍ପ ଶୁକ୍ରବାର ପେନସିଲଭାନିଆରେ ଏକ ରାଲି କରିଥିଲେ, ଯେଉଁଠାରେ ଜଣେ ବ୍ୟକ୍ତିଙ୍କ ହଙ୍ଗାମା ପରେ ପୁଣି ଥରେ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଥିଲା। ସୂଚନାଯୋଗ୍ୟ, ଗତ ମାସରେ ପେନସିଲଭାନିଆରେ ଏକ ରାଲିରେ ଟ୍ରମ୍ପଙ୍କୁ ଲକ୍ଷ୍ୟ କରି ଗୁଳି କରାଯାଇଥିଲା। ଏହି ଆକ୍ରମଣରେ ବୁଲେଟ ତାଙ୍କ କାନକୁ ଛୁର୍ଇ ବାହାରି ଯାଇଥିଲା ଓ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଏହି ଘଟଣା ପରେ ଟ୍ରମ୍ପଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଥିଲା।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post