କିଛି ଦିନର ନୀରବତା ପରେ ପୁଣିଥରେ ଉଗ୍ର ରୂପ ଦେଖାଇଛି ଋଷ । ୟୁକ୍ରେନ ଉପରେ ଜୋରଦାର ମିସାଇଲ ମାଡ଼ କରିଯୁଦ୍ଧ ପାଇଁ ରଣହୁଙ୍କାର ଦେଇଛି । ୟୁକ୍ରେନର ଚେର୍ନିହିଭ ସହରକୁ ଟାରର୍ଗେଟ କରିଛି ଋଷ ୩ଟି ମିସାଇଲ ମାଡ଼ କରିଛି । ଏହି ଆକ୍ରମରରେ ୟୁକ୍ରେନର ୧୭ ଜଣ ନାଗରିକ ପ୍ରାଣ ହରାଇଥିବା ଜାଣିବାକୁ ମିଳିଛି । ଏହାବ୍ୟତୀତ ପାୟ ୬୦ରୁ ଅଧିକ ଲୋକ ମିସାଇଲ ମାଡ଼ର ଶିକର ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।
Trending
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
Prev Post
Next Post