ଗାଜାରେ ଏକ ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲ ଆକ୍ରମଣ ଫଳରେ ୪୨ ଜଣଙ୍କ ମୃତ୍ୟୁ ହୋଇଛି। ଗାଜାର ଅଲ୍ସାତି ଶିବିର ଉପରେ ଆକ୍ରମଣ ହୋଇଛି ବୋଲି ହମାସ ପରିଚାଳିତ ସରକାରୀ ଗଣମାଧ୍ୟମ ନିର୍ଦ୍ଦେଶକ କହିଛନ୍ତି। ହମାସ ସରକାରୀ ଗଣମାଧ୍ୟମ ନିର୍ଦ୍ଦେଶକ ଅଲ୍ ଥାୱବତା କହିଛନ୍ତି, ଅଲ୍ସାତି ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲ ଆକ୍ରମଣ ଫଳରେ ୨୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅଲ ତୁଫା ଅଞ୍ଚଳରେ ଘର ଗୁଡ଼ିକୁ ଟାର୍ଗେଟ୍ କରାଯିବା ଫଳରେ ଆଉ ୧୮ ପାଲେଷ୍ଟାଇନ ନାଗରିକ ପ୍ରାଣ ହରାଇଛନ୍ତି।ଇସ୍ରାଏଲ ସେନା ପକ୍ଷରୁ ଉକ୍ତ ଘଟଣାରେ ଏକ ବିବୃତି ଜାରି କରି କୁହାଯାଇଛି, ଆଇଡିଏଫ୍ର ଯୁଦ୍ଧ ବିମାନକୁ ଟାର୍ଗେଟ୍ କରାଯିବା ପରେ ଗାଜା ସହରରେ ୨ଟି ହମାସ ଆତଙ୍କବାଦୀ ଆଡ଼ାକୁ ଟାର୍ଗେଟ୍ କରାଯାଇଥିଲା।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ