କେନ୍ଦ୍ରୀୟ ଗାଜାସ୍ଥିତ ଏକ ଶରଣାର୍ଥୀ ଶିବିର ଉପରେ ଗୋଟାଏ ଇସ୍ରାଏଲୀୟ ଲଢୁଆ ବିମାନ ଆକ୍ରମଣ କରିବାରୁ ଅନ୍ୟୂନ ୭୦ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା କଥା ରବିବାର ଦିନ ହମାସ୍ ନିୟନ୍ତ୍ରଣାଧୀନ ଗାଜାର ସ୍ବାସ୍ଥ୍ୟମନ୍ତ୍ରାଳୟ କହିଛି।ବିମାନ ଆକ୍ରମଣରେ ଅଲ୍-ମଗାଜୀ ଶିବିରରେ ଥିବା ଘର ସବୁ ଭାଙ୍ଗି ଯାଇଥିବା କଥା ପାଲେଷ୍ଟିନୀୟ ସ୍ବାସ୍ଥ୍ୟ ମନ୍ତ୍ରାଳୟର ମୁଖପାତ୍ର ଅଶରଫ୍ ଅଲ୍-କ୍ବିଦ୍ରା କହିଥିବା କଥା ନିଉଜ୍ ଏଜେନ୍ସି ‘ଏଏଫ୍ପି’ ରିପୋର୍ଟ କରିଛି।ଅଲ୍-ମଗାଜୀ ନରସଂହାର ସହିଦମାନଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୭୦କୁ ବୃଦ୍ଧି ପାଇଛି।
Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Prev Post
Next Post