ଦକ୍ଷିଣ ଆମେରିକାର ଚିଲିରେ ଭୀଷଣ ଭୂମିକମ୍ପ ହୋଇଛି । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୩ ଥିବା ରେକର୍ଡ କରାଯାଇଛି । ସାମ ପେତ୍ରାଦା ଆଟାକାମା ସହରର ୪୧ କିମି ଦକ୍ଷିଣ ପୂର୍ବରେ ୧୨୮ କିଲୋମିଟର ଗଭୀରତାରେ ଭୂମିକମ୍ପର କେନ୍ଦ୍ର ସୃଷ୍ଟି ହୋଇଛି । ତେବେ ଏହାପରେ କୌଣସି ସୁନାମୀର ସୂଚନା ଦିଆଯାଇନାହିଁ କିମ୍ପା ଏଯାଏଁ କୌଣସି କ୍ଷୟକ୍ଷତିର ସଠିକ ସୂଚନା ମିଳିନାହିଁ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post