ଜାପାନରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ବେଳେ ଏବେ ପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁ ସଂଖ୍ୟା ବଢ଼ି ଏବେ ସୁଦ୍ଧା ୩୦ରେ ପହଞ୍ଚିଲାଣି। ଆହୁରି ୧୫୫ ଜଣ ସେଠାରେ ଫସି ରହିଛନ୍ତି ବୋଲି ଅନୁମାନ କରାଯାଉଛି।୨୦୨୪ର ପ୍ରଥମ ଦିନରେ ଘଟିଥିବା ଏହି ବଡ଼ ଭୂକମ୍ପରେ ବଞ୍ଚିଥିବା ଲୋକଙ୍କୁ ଖୋଜିବା ପାଇଁ ଜାପାନର ଉଦ୍ଧାରକାରୀମାନେ ମଙ୍ଗଳବାର ଘଣ୍ଟା ଘଣ୍ଟା ଧରି ପରିଶ୍ରମ କରି ଚାଲିଛନ୍ତି।ସୋମବାରରୁ ପ୍ରାୟ ୧୫୫ ରୁ ଅଧିକ ଭୂକମ୍ପ ହୋଇଥିବା ବେଳେ ଅଧିକାଂଶ ୭.୬ ତୀବ୍ରତାର ଥିବା ରେକର୍ଡ ହୋଇଛି। ବାକିଗୁଡ଼ିକ ୬ ତୀବ୍ରତାରୁ ଅଧିକ ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post