ପୁଣି ଅଡୁଆରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ । ଟ୍ରମ୍ପଙ୍କ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥିତ୍ବ ଉପରେ ରୋକ୍ ଲଗାଇଛି ଆମେରିକାର ମାଇନେ ସିନେଟ । ଜାନୁଆରୀ ୨୦୨୧ କ୍ୟାପିଟଲ ହିଂସା ମାମଲାରେ ଗତ ୨୦ ତାରିଖରେ ତାଙ୍କୁ ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷଣା କରିଥିଲେ କୋଲରାଡୋ କୋର୍ଟ। ମାଇନେ ସିନେଟ ସଚିବ ଶେନ୍ନା ବେଲୋସ କହିଛନ୍ତି- ଗତ ୨୦୨୧ ଜାନୁଆରୀ ୬ ହିଂସା ମାମଲାରେ ଟ୍ରମ୍ପଙ୍କ ପ୍ରମୁଖ ଭୂମିକା ଥିଲା । ଟ୍ରମ୍ପ ଯେଉଁ କାର୍ଯ୍ୟ କରିଥିଲେ ତାହାକୁ ଆମେରିକା ସମ୍ବିଧାନ ଗ୍ରହଣ କରିବ ନାହିଁ । ଆମେରିକୀୟ ସମ୍ବିଧାନର ଚତୁର୍ଦ୍ଦଶ ସଂଶୋଧନ ଧାରା ୩ ଅନୁସାରେ ଗତ ୨୦ ତାରିଖରେ ଟ୍ରମ୍ପଙ୍କ ବିରୋଧରେ ରାୟ ଦେଇଥିଲେ କୋଲରାଡୋ କୋର୍ଟ । ନିର୍ବାଚନ ଲଢ଼ିବାକୁ ଜଣେ ପୂର୍ବତନ ରାଷ୍ଟ୍ରପତିଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ଆମେରିକା ଇତିହାସରେ ପ୍ରଥମ ଘଟଣା ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post