ନ୍ୟାଶନାଲ ସେଣ୍ଟର ଫର ସିସମୋଲେଜି(ଏନସିଏସ) ରିପୋର୍ଟ କରିଛି ଯେ ଚାଇନାର କ୍ୱିଂଘାଇ ଅଞ୍ଚଳରେ ୫ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି।ଏ ନେଇ ଏନସିଏସ ପକ୍ଷରୁ ଏକ ଅଫିସିୟାଲ ଟୁଇଟ କରି ସତର୍କ ସୂଚନା ଜାରି କରାଯାଇଛି। ଏହାସହ ସମସ୍ତେ ଏହି ଭୂକମ୍ପକୁ ନେଇ ସତର୍କ ରହିବାକୁ କୁହାଯାଇଛି।
ନ୍ୟାଶନାଲ ସେଣ୍ଟର ଫର ସିସମୋଲେଜ ପକ୍ଷରୁ ଏକ୍ସରେ ଏକ ଅଫିସିୟାଲ ପୋଷ୍ଟ କରି କୁହାଯାଇଛି କି ସ୍ଥିତି ଉପରେ ନଜର ରଖାଯାଇଛି। ହେଲେ ହେଲେ ଏହାକୁ ନେଇ ପ୍ରତି ବ୍ୟକ୍ତି ସତର୍କ ରହିବା ଜରୁରୀ।
Trending
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
Prev Post
Next Post