ଗତକାଲି ବିଳମ୍ବିତ ରାତ୍ରରେ ନେପାଳରେ ୬.୪ ତୀବ୍ରତାସମ୍ପନ୍ନ ଭୂମିକମ୍ପ ଯୋଗୁଁ ଅନ୍ୟୂନ ୭୦ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ଓ ଅନେକ ଆହତ ହୋଇଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ରଏଟର୍ସ’ ରିପୋର୍ଟ କରିଛି।ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ସରକାରୀ ଅଧିକାରୀମାନେ କହିଛନ୍ତି। ଅନ୍ଧାର ରାତିରେ ସ୍ଥାନୀୟ ଜନସାଧାରଣ କୋଠାବାଡ଼ିର ଭଗ୍ନସ୍ତୂପ ଭିତରେ ପୋତି ହୋଇ ପଡ଼ିଥିବା ଲୋକମାନଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ କରୁଥିବା କଥା ମଧ୍ୟ ଘଟଣାସ୍ଥଳରୁ ଉତ୍ତୋଳିତ ଭିଡିଓରେ ଦେଖାଯାଉଛି।
Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ