ଉତ୍ତର-ପଶ୍ଚିମ କଙ୍ଗୋରେ ପ୍ରବଳ ବାଦଲ ପଟା ବର୍ଷା ଯୋଗୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାରୀମାନେ କହିଛନ୍ତି ବର୍ଷା ଯୋଗୁ ଭୂସ୍ଖଳନ ହୋଇଛି।ଅନେକ ଘର ଭୁଶୁଡି ପଡିଛି ଏବଂ କିଛି ଲୋକ ଆବର୍ଜନା ତଳେ ଦବି ରହିଥିବାର ଆଶଙ୍କା ରହିଛି। ବର୍ତ୍ତମାନ ଉଦ୍ଧାରକାରୀ ଦଳ ସର୍ଚ୍ଚ ଅପରେଶନ କରୁଛନ୍ତି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସେ କହିଛନ୍ତି।ଅଧିକାରୀଙ୍କ ଅନୁଯାୟୀ ଏହି ଘଟଣା ମୋଙ୍ଗଲା ପ୍ରଦେଶର ଲିସଲେ ସହରର କଙ୍ଗୋ ନଦୀ କୂଳରେ ଘଟିଛି। ମୃତକମାନେ ପର୍ବତ ପାଦଦେଶରେ ନିର୍ମିତ ଘରେ ରହୁଥିଲେ। ପ୍ରବଳ ବର୍ଷା ଯୋଗୁଁ ଅନେକ କ୍ଷୟକ୍ଷତି ହୋଇଛି। ବର୍ଜ୍ୟବସ୍ତୁ ସଫା କରିବା ଏବଂ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯନ୍ତ୍ରପାତିର ଆବଶ୍ୟକତା ରହିଛି ବୋଲି ପ୍ରଦେଶର ରାଜ୍ୟପାଳ କହିଛନ୍ତି।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post