ଇଣ୍ଡୋନେସିଆର ବାନ୍ଦା ସାଗରରେ ବୁଧବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଏହି ଭୂକମ୍ପର ତୀବ୍ରତା ୬.୯ ରହିଥିବା ଯୁକ୍ତରାଷ୍ଟ୍ରର ଭୂବୈଜ୍ଞାନିକ ସର୍ବେକ୍ଷଣ ରିପୋର୍ଟରେ କୁହାଯାଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଇଣ୍ଡୋନେସିଆ ସମୟ ପୂର୍ବାହ୍ନ ୧୦.୨୩ ସମୟରେ ଦେଶର ବାନ୍ଦା ସାଗରରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଯୋଗୁ ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ମିଳିନାହିଁ।
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
Prev Post
Next Post