ଜାପାନରେ ୬.୬ ତୀବ୍ରତାର ଭୂମିକମ୍ପ । ଭୂମିକମ୍ପ ପରେ ଜାପାନର ପାଣିପାଗ ବିଭାଗ ମଧ୍ୟ ସୁନାମୀ ଚେତାବନୀ ଦେଇଛି। ୫ ଅକ୍ଟୋବର ଦିନ ଜାପାନୀ ସମୟ ୧୧ ଟା ବେଳେ ଏହି ଭୂକମ୍ପ ଘଟିଥିଲା।ଜାପାନର ଇଜୁ ଦ୍ୱୀପରେ ୧ ମିଟର ଉଚ୍ଚତା ବିଶିଷ୍ଟ ତରଙ୍ଗ ପୂର୍ବାନୁମାନ କରିଥିବାବେଳେ ପୂର୍ବର ଚିବା ପ୍ରିଫେକ୍ଟର ଠାରୁ ପଶ୍ଚିମରେ କାଗୋସିମା ପ୍ରିଫେକ୍ଟର ପର୍ଯ୍ୟନ୍ତ ୦.୨ ମିଟର ତରଙ୍ଗ ହେବାର ଆଶଙ୍କା ରହିଛି। ସତର୍କତା ଭାବରେ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ଉଚ୍ଚ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
Trending
- ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ , ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post