Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Prev Post
ମେଟ୍ରୋ ଟିଭି ଓଡିଶା,୧୮/୧: ସୋମବାର ଆଫଗାନିସ୍ତାନରେ ହୋଇଥିବା ଭୂମିକମ୍ପ ଫଳରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି । ଆଫଗାନିସ୍ତାନର ପଶ୍ଚିମରେ ଅବସ୍ଥିତ ବାଗିସ୍ ପ୍ରଦେଶରେ ସୋମବାର ଅପରାହ୍ନରେ ୨ଟି ଭୂକମ୍ପର କମ୍ପନ ଯୋଗୁଁ ତୁର୍କମେନିସ୍ତାନନିକଟରେ ଥିବା ସୀମା କମ୍ପିତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତ୍ରୀବତା ଥିଲା ୫ ଦଶମିକ ୩। ଭୂକମ୍ପରେ ବହୁ ଧନଜୀବନ ନଷ୍ଟ ହୋଇଛି। 