ରୁଷିଆର ରାଜଧାନୀ ମସ୍କୋ ନିକଟରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଖବର ଆସିଛି। ଯଦିଓ ଦୁର୍ଘଟଣା ସମୟରେ ବିମାନରେ କୌଣସି ଯାତ୍ରୀ ନଥିଲେ ମଧ୍ୟ ବିମାନ ଚଳାଉଥିବା ତିନିଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି।ଅଧିକାରୀଙ୍କ ସୂଚନା ଅନୁଯାୟୀ ଏହି ବିମାନଟି ଗାଜପ୍ରୋମ ଆଭିଆର ଥିଲା। ଗାଜପ୍ରୋମ ରୁଷିଆର ସବୁଠାରୁ ବଡ ପ୍ରାକୃତିକ ଗ୍ୟାସ କମ୍ପାନୀ। ବିମାନଟି ମସ୍କୋର ଭ୍ନୁକୋଭୋ ବିମାନବନ୍ଦର ଆଡକୁ ଯାଉଥିଲା ବୋଲି ଅଧିକାରୀମାନେ କହିଛନ୍ତି। ରୁଷିଆର ସର୍ବୋଚ୍ଚ ଅନୁସନ୍ଧାନକାରୀ ସଂସ୍ଥା ‘ଦ ଇନଭେଷ୍ଟିଗେଶନ କମିଟି’ ଏହି ଦୁର୍ଘଟଣାର କାରଣ ଅନୁସନ୍ଧାନ ଆରମ୍ଭ କରିଛି।
Trending
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
Prev Post
Next Post