ଆଜି ସକାଳ ମିଆଁମାରରେ ଭୟଙ୍କର ଭୂମିକମ୍ପ ହୋଇଥିଲା। ୪.୫୩ ମିନିଟରେ ୪.୫ ତୀବ୍ରତାର ଭୂମିକମ୍ପ ଆସିଛି । ଭୂକମ୍ପ ଯୋଗୁଁ କେହି ମୃତାହତ ହୋଇନାହାନ୍ତି । ଶୁକ୍ରବାର ଦିନ କେବଳ ମିଆଁମାର ନୁହେଁ ବରଂ ଆଫଗାନିସ୍ତାନରେ ମଧ୍ୟ ଭୂକମ୍ପ ଆସିଥିଲା ।ଗତ ୫ ଦିନ ତଳେ ମିଆଁମାରରେ ୪.୩ ଭୂକମ୍ପ ଝଟକା ଲାଗିଥିଲା । ତା’ ପୂର୍ବରୁ ନେପାଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା । ନେପାଳରେ ପ୍ରାୟ ୭.୨୪ ସମୟରେ ତୀବ୍ର ଭୂକମ୍ପ ଅନୁଭୂତ ହୋଇଥିଲା । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୩ ମାପ କରାଯାଇଥିଲା । ଉତ୍ତରପ୍ରଦେଶ, ବିହାର ଏବଂ ଦିଲ୍ଲୀ-ଏନସିଆରରେ ମଧ୍ୟ କମ୍ପନ ଅନୁଭୂତ ହୋଇଥିଲା ।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post