ଭାରତୀୟ ସେନାର ଏୟାର ଷ୍ଟ୍ରାଇକ ପରେ ଡରିଯାଇଛି ପାକିସ୍ତାନ । ପାକିସ୍ତାନ ସେନା ରାୱଲପିଣ୍ଡିରୁ ଏହାର ମୁଖ୍ୟାଳୟ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛି । ଭାରତ ଏବଂ ପାକିସ୍ତାନ ମଧ୍ୟରେ ସାମ୍ପ୍ରତିକ ସାମରିକ ଉତ୍ତେଜନା ଭିତରେ ଭାରତୀୟ ସେନା ବିଶେଷକରି ସୀମାରେ ଥିବା ଅନେକ ପାକିସ୍ତାନୀ ବାୟୁସେନା ଘାଟିକୁ ଟାର୍ଗେଟ କରିଥିଲେ। ରାୱଲପିଣ୍ଡିରେ ଆକ୍ରମଣ କରାନଯାଇଥିଲେ ମଧ୍ୟ ପାକିସ୍ତାନ ସେନା ଏହାକୁ ଏକ ଗୁପ୍ତ ସ୍ଥାନକୁ ନେବାକୁ ଯୋଜନା କରୁଛି । ଯେଉଁଠାରେ ପାକିସ୍ତାନୀ ସେନାର ମୁଖ୍ୟାଳୟ ରହିବ ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post