ଇଲିସୁନି-୭୬ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ନେଇ ଋଷ ପ୍ରତିରକ୍ଷା ମନ୍ତ୍ରାଳୟ ଦେଇଛି ସୂଚନା । ୟୁକ୍ରେନୀୟ ବନ୍ଦୀଙ୍କୁ ନେଇ ବିମାନଟି ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଛି । ବନ୍ଦୀ ବଦଳ ପ୍ରକ୍ରିୟାରେ ବନ୍ଦୀଙ୍କୁ ନେଇ ବିମାନଟି ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ବିମାନରେ ୬ ଯାତ୍ରୀ ଓ ୩ ନାଗରିକଙ୍କ ସମେତ ୬୫ ଜଣ ଥିଲେ । ଦୁର୍ଘଟଣାର କାରଣ ଅସ୍ପଷ୍ଟ ଥିବାବେଳେ ମୃତାହତଙ୍କ ସମ୍ପର୍କରେ ସୂଚନା ମିଳିନି ।
ଦୁର୍ଘଟଣାଗ୍ରସ୍ତ ହେବା ପରେ ଅଗ୍ନିପିଣ୍ଡୁଳାରେ ପରିଣତ ହୋଇଥିଲା ବିମାନ।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Next Post