ଇଲିସୁନି-୭୬ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ନେଇ ଋଷ ପ୍ରତିରକ୍ଷା ମନ୍ତ୍ରାଳୟ ଦେଇଛି ସୂଚନା । ୟୁକ୍ରେନୀୟ ବନ୍ଦୀଙ୍କୁ ନେଇ ବିମାନଟି ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଛି । ବନ୍ଦୀ ବଦଳ ପ୍ରକ୍ରିୟାରେ ବନ୍ଦୀଙ୍କୁ ନେଇ ବିମାନଟି ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ବିମାନରେ ୬ ଯାତ୍ରୀ ଓ ୩ ନାଗରିକଙ୍କ ସମେତ ୬୫ ଜଣ ଥିଲେ । ଦୁର୍ଘଟଣାର କାରଣ ଅସ୍ପଷ୍ଟ ଥିବାବେଳେ ମୃତାହତଙ୍କ ସମ୍ପର୍କରେ ସୂଚନା ମିଳିନି ।
ଦୁର୍ଘଟଣାଗ୍ରସ୍ତ ହେବା ପରେ ଅଗ୍ନିପିଣ୍ଡୁଳାରେ ପରିଣତ ହୋଇଥିଲା ବିମାନ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Next Post