ଗତକାଲି କ୍ରିମିଆର ସେଭାଷ୍ଟୋପୋଲ୍ ବନ୍ଦରରେ ଥିବା ରୁଷିଆର କୃଷ୍ଣସାଗର ନୌସେନା ଘାଟିର ୟୁକ୍ରେନ୍ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ଜଣେ ରୁଷିଆ ସୈନ୍ୟ ନିହତ ହୋଇଥିବା ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ନୌସେନା ମୁଖ୍ୟାଳୟ ଅବସ୍ଥିତ ଥିବା ଉକ୍ତ ସିଟି ସେଣ୍ଟରକୁ ନ ଯିବା ଲାଗି ଜନସାଧାରଣଙ୍କୁ ନିବେଦନ କରାଯାଇଛି। ୟୁକ୍ରେନ୍ର ୫ କ୍ଷେପଣାସ୍ତ୍ରକୁ ରୁଷିଆର ଏୟାର ଡିଫେନ୍ସ ସିଷ୍ଟମ ଖସାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା